//BREAKING//
Loading...

ସମବାୟ ନିର୍ବାଚନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ

 ବ୍ରହ୍ମପୁର :28/9/22 ( ସ୍ୱତନ୍ତ୍ର ନ୍ୟୂଜ଼ )ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ସର୍କିଟ ହାଉସ ସ୍ଥିତ ସମ୍ମିଳନୀ କକ୍ଷରେ  ଆସନ୍ତା ସମବାୟ ନିର୍ବାଚନ ନିମନ୍ତେ  ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ମାନ୍ୟବର ମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଥିଲା, ଉକ୍ତ ବୈଠକରେ ଗଞ୍ଜାମ ଜିଲ୍ଲାର ଦୁଇ ସାଂସଦ (ଆସିକା, ବ୍ରହ୍ମପୁର),ମାନ୍ୟବର ମନ୍ତ୍ରୀ ଶ୍ରୀ ଶ୍ରୀକାନ୍ତ ସାହୁ,ବ୍ରହ୍ମପୁର ବିଧାୟକ ଶ୍ରୀ ବିକ୍ରମ ପଣ୍ଡା, ଛତ୍ରପୁର ବିଧାୟକ ସୁବାଷ ବେହେରା, ସୋରଡ଼ା ବିଧାୟକ ପୂର୍ଣ୍ଣ ସ୍ୱାଇଁ,ଆସିକା ବିଧାୟିକା ଶ୍ରୀମତୀ ମଞ୍ଜୁଳା ସ୍ୱାଇଁ, ପୂର୍ବତନ ସାନଖେମୁଣ୍ଡି ବିଧାୟିକା ଶ୍ରୀମତୀ ନନ୍ଦିନୀ ଦେବୀ,ଜିଲ୍ଲା ସଭାପତି ଶ୍ରୀ ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଦିଗପହଣ୍ଡି ବିଧାୟକ ପ୍ରତିନିଧି ଶ୍ରୀ ସନାତନ ସଂଗ୍ରାମ ସିଂହ, କାମାକ୍ଷା ପାତ୍ର, ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ,ପ୍ରମୁଖ ଉପସ୍ଥିତ ରହି ସମବାୟ ନିର୍ବାଚନ ବିଷୟରେ ଆଲୋଚନା କରିଥିଲେ



ବ୍ରହ୍ମପୁରରୁ ଶ୍ରୀକାନ୍ତ କୁମାର ବେହେରା ଙ୍କ ରିପୋର୍ଟ :

Post a Comment

Previous Post Next Post

ଆରମ୍ଭ ମାତ୍ର ସ୍ଵତନ୍ତ୍ର ନ୍ୟୁଜ

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe