//BREAKING//
Loading...

ପଣ୍ଡିତ ଜଗନ୍ନାଥ ମିଶ୍ରଙ୍କ ପରଲୋକ

 

ବ୍ରହ୍ମପୁର - ( ସ୍ୱତନ୍ତ୍ର ନ୍ୟୂଜ଼ )ରଙ୍ଗେଇଲୁଣ୍ଡା ବ୍ଲକ୍ ଆମପୁର ଗ୍ରାମର ପଣ୍ଡିତ ଜଗନ୍ନାଥ ମିଶ୍ରଙ୍କ ୯୬ ବର୍ଷ ବୟସରେ ନିଜ ବାସ ଭବନ ପରିସରରେ ପରଲୋକ ଘଟିଛି। ବିଗତ କିଛି ବର୍ଷ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ସ୍ବର୍ଗତ ମିଶ୍ର କନିଶି ଏବଂ ଏହାର ଆଖପାଖ ଅଞ୍ଚଳରେ ବରିଷ୍ଟ ପଣ୍ଡିତ ଭାବେ ବେଶ୍ ପରିଚିତ। ଆଜି ତାଙ୍କ ପରଲୋକ ସମୟରେ ୪ ପୁଅ, ୩ ବହୁ, ୨ ଝିଅ ଓ ନାତି ନାତୁଣୀ ମାନେ ଉପସ୍ଥିତ ଥିଲେ। ପୁରୀ ସ୍ଵର୍ଗଦ୍ଵାର ଠାରେ ସ୍ବର୍ଗତ ମିଶ୍ର ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଶ୍ରୀ ମିଶ୍ରଙ୍କ ପରଲୋକରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।



Post a Comment

Previous Post Next Post

ଆରମ୍ଭ ମାତ୍ର ସ୍ଵତନ୍ତ୍ର ନ୍ୟୁଜ

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe