//BREAKING//
Loading...

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା.

 


ସ୍ୱତନ୍ତ୍ର ନ୍ୟୁଜ଼ 

ଦେଶରେ ସାଧାରଣ ନିର୍ବାଚନ ସହିତ ଓଡିଶାରେ ବିଧାନସଭା ନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ । ନିର୍ବାଚନ ଆୟୋଗ ଶନିବାର ଏହି ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ତେବେ ନିର୍ବାଚନ ତାରିଖ ଘୋଷଣା ହେବା ସହିତ ନିର୍ବାଚନ ଆଚରଣବିଧି ଲାଗୁ ହେଇଛି । ଏହି କ୍ରମରେ ନିର୍ବାଚନ ଆଚରଣ ବିଧି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି ।

ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପର୍ଯ୍ୟନ୍ତ, ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ବୋଲି ସୂଚନା ଦିଆଯାଇଛି ।


Post a Comment

Previous Post Next Post

ଆରମ୍ଭ ମାତ୍ର ସ୍ଵତନ୍ତ୍ର ନ୍ୟୁଜ

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe