//BREAKING//
Loading...

*କାହିଁକି ଆମେ ପାଳିଥାଉ ପଣା ସଂକ୍ରାନ୍ତି..... ?*

 

ସ୍ୱତନ୍ତ୍ର ନ୍ୟୂଜ଼.....

.ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ ଓ ୧୨ ରାଶିରେ ବିଭକ୍ତ କରାଯାଇଥାଏ । ତେଣୁ ମେଷ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ଦିନ ବୋଲି ଗ୍ରହଣ କରାଯାଏ। ଏହି ଦିନଠାରୁ ସୂର୍ଯ୍ୟ ବିଷୁବରେଖା ଉପରେ ଅବସ୍ଥାନ କରି କର୍କଟକ୍ରାନ୍ତି ଆଡ଼କୁ ଗମନ କରନ୍ତି ଆଜି ପବିତ୍ର ମହାବିଷୁବ ବା ପଣା ସଂକ୍ରାନ୍ତି ।ପଣାସଂକ୍ରାନ୍ତିକୁ ହନୁମାନ ଜୟନ୍ତୀ ଭାବରେ ମଧ୍ୟ ପାଳନ କରାଯାଏ ।

ଏହିଦିନଠାରୁ ନୂଆ ପାଞ୍ଜି ପ୍ରଚଳନ ହୁଏ। ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ ଓ ୧୨ ରାଶିରେ ବିଭକ୍ତ କରାଯାଇଥାଏ । ତେଣୁ ମେଷ ସଂକ୍ରାନ୍ତିକୁ ବର୍ଷର ପ୍ରଥମ ଦିନ ବୋଲି ଗ୍ରହଣ କରାଯାଏ। 




ଏହି ଦିନଠାରୁ ସୂର୍ଯ୍ୟ ବିଷୁବରେଖା ଉପରେ ଅବସ୍ଥାନ କରି କର୍କଟକ୍ରାନ୍ତି ଆଡ଼କୁ ଗମନ କରନ୍ତି।ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତି ହେଉଛି ବର୍ଷର ପ୍ରଥମ ସଂକ୍ରାନ୍ତି। ଏହି ଦିନଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆରମ୍ଭ ହେଉଥିବାରୁ ସୂର୍ଯ୍ୟକିରଣ ପ୍ରଖର ହେବା ସହ ହଜମ ଶକ୍ତି ବୃଦ୍ଧି ପାଇଥାଏ। ଧର୍ମଶାସ୍ତ୍ରଗୁଡ଼ିକରେ ଉଲ୍ଲେଖ ଅଛି, ସୂର୍ଯ୍ୟଙ୍କ ଉତ୍ତରାୟଣ କାଳରେ ମଣିଷର ମୃତ୍ୟୁ ଘଟିଲେ ମୋକ୍ଷ ପ୍ରାପ୍ତି ହୁଏ। ତେଣୁ ସୂର୍ଯ୍ୟଙ୍କର ଉତ୍ତରାୟଣ କାଳ ହେଉଛି ଅତ୍ୟନ୍ତ ପବିତ୍ର ସମୟ।ଓଡ଼ିଆ ଜନଜୀବନରେ ମହାବିଷୁବ ସଂକ୍ରାନ୍ତି ।

Post a Comment

Previous Post Next Post

ଆରମ୍ଭ ମାତ୍ର ସ୍ଵତନ୍ତ୍ର ନ୍ୟୁଜ

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe