//BREAKING//
Loading...

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀ ଜୀ ଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ର ଶୁଭ ଉନ୍ମୋଚନ.

 

ବ୍ରହ୍ମପୁର :-( ସ୍ୱତନ୍ତ୍ର ନ୍ୟୁଜ଼ )ବ୍ରହ୍ମପୁର ମହାନଗର ରାମଲିଙ୍ଗେଶ୍ୱର ପାର୍କ ଠାରେ ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀ ଜୀ ଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ର ଶୁଭ ଉନ୍ମୋଚନ କଲେ ଭାରତୀୟ ଜନତା ପାର୍ଟି ର ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଉପସ୍ଥିତ ଥିଲେ ବ୍ରହ୍ମପୁର ସାଂସଦ ଡ଼ ପ୍ରଦୀପ କୁମାର ପାଣିଗ୍ରାହୀ,ବ୍ରହ୍ମପୁର ବିଧାୟକ  ,ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣ ନାୟକ,ଚିକିଟି ବିଧାୟକ ଶ୍ରୀ ମୋନରଞ୍ଜନ ଦ୍ୟାନସାମନ୍ନ୍ତରାୟ ଓ ଭାରତୀୟ ଜନତା ପାର୍ଟି ର ବହୁ ବରିଷ୍ଠ ସଦସ୍ୟ /ସଦସ୍ୟା ଓ ଗଞ୍ଜାମ ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚା (SC morcha)ଉପସଭାପତି ଶ୍ରୀଯୁକ୍ତ ବାଙ୍କ ନିଧି ସେଠୀ ସାଧାରଣ ସମ୍ପାଦକ ଶ୍ରୀଯୁକ୍ତ ତ୍ରିନାଥ ନାୟକ, ରାଜା ବେହେରା ଙ୍କ ସହ ମୋର୍ଚ୍ଚା ର ଅନ୍ୟ ଭାଇମାନେ ଏବଂ ବ୍ରହ୍ମପୁର ର ଜନସାଧାରଣ ଉପସ୍ଥିତ ଥିଲେ।



Post a Comment

Previous Post Next Post

ଆରମ୍ଭ ମାତ୍ର ସ୍ଵତନ୍ତ୍ର ନ୍ୟୁଜ

Hi! ସବସ୍କ୍ରାଇବ ସମଗ୍ର ବିଶ୍ୱରୁ ମଜାଳିଆ ଏବଂ ସୁନ୍ଦର ନ୍ୟୁଜ ଭିଡିଓ ଦେଖିବା ପାଇଁ ଆମ ୟୁଟ୍ୟୁବ୍ ଚ୍ୟାନେଲ ଙ୍କୁ ସବସ୍କ୍ରାଇବ କରନ୍ତୁ | 🔔

Subscribe